Bhubaneswar-Cuttack Metro Project: ରଦ୍ଦ ହୋଇନି କଟକ-ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ: ମନ୍ତ୍ରୀ

3 weeks ago 6
.

କଟକ-ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପକୁ ରାଜ୍ୟ ସରକାର ପରୀକ୍ଷାଧୀନ ରଖିଛନ୍ତି। କିନ୍ତୁ ଏହା ବନ୍ଦ ହୋଇନି ବୋଲି ବିଧାନସଭାରେ ଲିଖିତ ଉତ୍ତର ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ।

author-image

METRO-PROJECT

ମେଟ୍ରୋ Photograph: (OTV)

ରଦ୍ଦ ହୋଇନି କଟକ ଓ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ । ମେଟ୍ରୋ ରେଳ ପ୍ରକଳ୍ପ ବର୍ତ୍ତମାନ ରାଜ୍ୟ ସରକାର ପରୀକ୍ଷାଧୀନ ରଖିଛନ୍ତି ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ମେଟ୍ରୋ ପ୍ରକଳ୍ପ ପାଇଁ ଏକ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯାଇଛି । 
କମିଟିର ରିପୋର୍ଟ ଓ ସୁପରିସ୍ ପ୍ରାପ୍ତ ପରେ ଅନ୍ତିମ ସିଦ୍ଧାନ୍ତ ନେବେ ସରକାର । ପ୍ରକଳ୍ପ ପାଇଁ ଏପର୍ଯ୍ୟନ୍ତ ମୋଟ ୨୭୭.୩୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ସେହି ଖର୍ଚ୍ଚରୁ ୨୦୨୪ ଜୁନ୍ ୧୨ ପରେ ୨୫୨.୦୫ କୋଟି ପ୍ରଦାନ କରାଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Read Entire Article