.
ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଜିଆକଟା ଏବଂ ଛତ୍ରପୁର ଗାଁ ମଝିରେ ଥିବା ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ । ଏଥିରେ ଗୋଦାମ ଘର ଛାତ ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି । ଏଥିସହିତ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।
Published By: Manasranjan Mohanty
Last updated: 21 September 2025, 03:26 PM IST
Other Videos
ରାଜଧାନୀର ଚନ୍ଦକା ଅଞ୍ଚଳରୁ ଟ୍ୟାକ୍ସି ଡ୍ରାଇଭର ବିଦ୍ୟାଧର ସାହୁଙ୍କ ମୃତଦେହ ମିଳିବା ଘଟଣାରେ ବଡ଼ ଟ୍ବିଷ୍ଟ । ବିଦ୍ୟାଧର ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଥିବା ସୂଚନା ମିଳିଛି । ଚାକିରି ନାଁରେ କୋଟି କୋଟି ଟଙ୍କା ଠକେଇ କରିଥିବା ବିଦ୍ୟାଧରଙ୍କୁ ଗତ ୧୫ ତାରିଖରେ ୩ ଜଣ ଯୁବକ ଅପହରଣ କରି ଯାଜପୁର ନେଇ ଠକେଇ କରିଥିବା ଟଙ୍କା ମାଗିଥିଲେ ।