Floodwater Reaches Maa Bhattarika Temple: ମାଡ଼ିଆସୁଛି ପାଣି, ବୁଡ଼ିଯିବ ମାଆ ଭଟ୍ଟାରିକା ମନ୍ଦିର !

2 weeks ago 3
.

ମାଆ ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀ ବନ୍ୟାପାଣି । କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମାଆ ଭଟ୍ଟାରିକାଙ୍କ ମନ୍ଦିର ପାଦଦେଶକୁ ଛୁଇଁଛି ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୨୦ଟି ଗେଟ ଖୋଲାଥିବା ସହ ତଳିଆ ଅଞ୍ଚଳରେ ଲଘୁଚାପ ଜନିତ ତୁହାକୁ ତୁହା ବର୍ଷା ଜାରି ରହିଛି ।

author-image

Manas Ranjan Mohanty

26 Sep 2025 11:34 IST

ମାଆ ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀ ବନ୍ୟାପାଣି । କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମାଆ ଭଟ୍ଟାରିକାଙ୍କ ମନ୍ଦିର ପାଦଦେଶକୁ ଛୁଇଁଛି ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୨୦ଟି ଗେଟ ଖୋଲାଥିବା ସହ ତଳିଆ ଅଞ୍ଚଳରେ ଲଘୁଚାପ ଜନିତ ତୁହାକୁ ତୁହା ବର୍ଷା ଜାରି ରହିଛି । ଫଳରେ ମହାନଦୀ ଫୁଲିବାରେ ଲାଗିଛି । 

Advertisment

Read Entire Article