କାଲି ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

11 months ago 11
.

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ।

By Seema Mohapatra On Jun 5, 2025 at 4:07 PM

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭୁବନେଶ୍ୱରର ଲୋକସେବା ଭବନରେ ପୂର୍ବାହ୍ନ 10ଟାରୁ ଏହି ବୈଠକ ଆରମ୍ଭ ହେବ।  ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବାକୁ ଯାଉଛି।  ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିବ ବୋଲି ଚର୍ଚ୍ଚା ହେଉଛି ।

Read Entire Article